ଭୁବନେଶ୍ଵର : ବାଲିଅନ୍ତା ଘଟଣା ମନରୁ ନଲିଭୁଣୁ ରାଜଧାନୀରୁ ଆସିଛି ପୁଣି ଏକ ଲଜ୍ଜାଜନକ ଘଟଣା। ବୟଫ୍ରେଣ୍ଡ୍ ରୁମରେ ଗଲଫ୍ରେଣ୍ଡକୁ ଗଣଦୁଷ୍କର୍ମ । ଏଭଳି ଘଟଣା ଦେଖିବାକୁ ଇନଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ। ଜଣେ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଗଣଦୁଷ୍କର୍ମ…
ଗୁରୁଗ୍ରାମ: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧି ବୁଧବାର ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଆଡମିଟ ହୋଇଛନ୍ତି। ଏକ ସର୍ଜରୀ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜାନୁୟାରୀରୁ ଏପର୍ଯ୍ୟନ୍ତ ସୋନିଆ ୩ ଥର ହସ୍ପିଟାଲରେ ଭର୍ତ୍ତି ହେଲେଣି। ଏହା ପୂର୍ବରୁ ମାର୍ଚ୍ଚ…
କୋଲକାତା: ପଶ୍ଚିମବଙ୍ଗ ରାଜନୀତିରେ ଏବେ ଏକ ନୂଆ ଯୁଗର ଆରମ୍ଭ ହେବାକୁ ଯାଉଛି। ୨୦୨୬ ବିଧାନସଭା ନିର୍ବାଚନର ଫଳାଫଳ ପରେ ‘ଦିଦି’ଙ୍କ ଗଡ଼ରେ ବିଜେପିର ଐତିହାସିକ ବିଜୟ ହୋଇଥିବା ବେଳେ, ଏବେ ସାରା ଦେଶର ନଜର ରହିଛି ‘କିଏ ହେବେ ପଶ୍ଚିମବଙ୍ଗର…
କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ଥାନା ଅଞ୍ଚଳରେ ଏକ ଅବୈଧ ଦେଶୀ ବନ୍ଧୁକ କାରଖାନା ଠାବ ହୋଇଛି l ଗୁପ୍ତ ସୂଚନା ଆଧାରରେ ପୋଲିସ ଦଳ ତୁମୁଡିବନ୍ଧ ଥାନା ଲାବଣ୍ୟ ନଗର ଠାରେ ଅବୈଧ ଦେଶୀ ବନ୍ଧୁକ କାରଖାନାରେ…
କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗାନ୍ଧୀ ଛକ ନିକଟରେ ବଡ଼ ଦୁର୍ଘଟଣା । ହାଇଓ୍ବା ଧକ୍କାରେ ଶାଗ ବିକାଳି ବୃଦ୍ଧା ଗୁରୁତର । ଶାଗ ବିକାଳି ବୃଦ୍ଧା ପରିଶ୍ରା କରିବାକୁ ଯିବାବେଳେ ଚଢ଼ିଗଲା ହାଇଓ୍ବା । ଛିଣ୍ଡିଗଲା ବୃଦ୍ଧାଙ୍କ ଡାହାଣ ଗୋଡ଼ ।…
ମାଟ୍ରିକ ସପ୍ଳିମେଣ୍ଟାରୀ ପରୀକ୍ଷା ପାଇଁ ୮ ତାରିଖରୁ ଆରମ୍ଭ ହେବ ଫର୍ମ ପୂରଣ। ମେ ମାସ ୧୮ ତାରିଖ ଯାଏଁ ଫର୍ମ ଫିଲପ ପ୍ରକ୍ରିୟା ଚାଲିବ। ଗତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନେ ସପ୍ଳିମେଣ୍ଟାରୀ ପରୀକ୍ଷା…
ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ ବୁଧବାର ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ପ୍ରକୃତ ମାଲିକଙ୍କୁ ଫେରାଇଥିବା ଜଣାପଡିଛି। ଗତ ୨୦୨୪ ଅକ୍ଟୋବର…
ଭୁବନେଶ୍ୱର, ୦୧/୦୫/୨୦୨୬: କମର୍ସିଆଲ୍ ଏଲପିଜି ସିଲିଣ୍ଡର ଦରରେ ୯୯୩.୩ ଟଙ୍କା ବୃଦ୍ଧି ସହିତ ସମ୍ପ୍ରତି ହୋଇଥିବା ଏଲପିଜି ଦରବୃଦ୍ଧିକୁ ଦୃଢ଼ ଭାବରେ ନିନ୍ଦା କରିଛି ବିଜେଡି । ଏହାକୁ ଅନ୍ୟାୟପୂର୍ଣ୍ଣ ଓ ସମ୍ୱେଦନହୀନ ପଦକ୍ଷେପ ବୋଲି କହି ସାଧାରଣ ଲୋକଙ୍କ ଉପରେ…
ଭୁବନେଶ୍ୱର ତା. ୧.୫ – ଗତ ୧୮.୪.୨୦୨୬ ରିଖ ଦିନ ମୟୁରଭଞ୍ଜ (ପୂର୍ବ) ଜିଲ୍ଲା କଂଗ୍ରେସ କମିଟି ଦ୍ୱାରା ମୟୁରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କାର୍ଯ୍ୟକ୍ରମ ଅବସରରେ ଦଳ ମଧ୍ୟରେ ବିଶୃଙ୍ଖଳିତ ଆଚରଣ ଯୋଗୁଁ ମୟୁରଭଞ୍ଜ (ପୂର୍ବ) ଜିଲ୍ଲା କଂଗ୍ରେସ କମିଟି…
ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥରେ ରବିବାର ଏକ ଶୋଚନୀୟ ଦୁର୍ଘଟଣା ଘଟିଛି। ବୌଦ୍ଧ ଥାନା ଜହ୍ନାପଙ୍କ ନିକଟରେ ଏକ କାର୍ର ଆଗ ଚକା ହଠାତ୍ ଫାଟିଯିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହୋଇଥିଲା। ଧକ୍କା…