କୋଲକାତା: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…
ଅବକାରୀ ଦୁର୍ନୀତି ମାମଲାରେ କେଜରିୱାଲ ଓ ସିସୋଦିଆ ମୁକ୍ତ ପରେ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗଣମାଧ୍ୟମରେ ପ୍ରତିକ୍ରିୟା ରଖି କେଜରିୱାଲ ଭାବବିହ୍ୱଳ ହୋଇ କାନ୍ଦି ପକାଇଥିଲେ, ଏହି ସମୟରେ ତାଙ୍କୁ ସିସୋଦିଆ କୋଳେଇ ନେଇଥିଲେ। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ଭୁବନେଶ୍ଵର,୨୭/୦୨: ଫେବୃଆରୀ 20 ରୁ ରାଜଧାନୀର ଲୋୟର୍ ପିଏମଜି ରେ ଗଣ ଧାରଣାରେ ବସିଥିବା ନିଖିଳ ଓଡ଼ିଶା ଠିକାଦାର ମହାସଂଘ ଆଜିଠାରୁ ଆମରଣ ଅନଶନରେ ବସିଛନ୍ତି। ରାଜ୍ୟବ୍ୟାପୀ ସରକାରୀ ନିର୍ମାଣ କାର୍ଯ୍ୟ ଠପ୍ ହେବ ବୋଲି ଚେତାବନୀ I ପ୍ରଭାବିତ ହେବ ଆଲୋକ,…
ରାଜ୍ୟସଭା ପାଇଁ, ନୋମିନେସନ ଫର୍ମ ନେଲା କଂଗ୍ରେସ।୩ ସେଟ୍ ଫର୍ମ ନେଲେ ବିଧାୟକ ସତ୍ୟଜିତ ଗମାଙ୍ଗ।ରାଜ୍ୟସଭା ନିର୍ବାଚନରେ ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ଦେବ କଂଗ୍ରେସ। ସେପଟେ ଆଜି ଦିଲ୍ଲୀ ଗଲେ ପିସିସି ସଭାପତି । ରାଜ୍ୟସଭା ନିର୍ବାଚନ ନେଇ ହାଇକମାଣ୍ଡଙ୍କ…
ନବୀନ ନିବାସରେ ବସିଥିବା ବିଜେଡି ବିଧାୟକ ଦଳ ବୈଠକ ଶେଷ।ରାଜ୍ୟସଭା ନିର୍ବାଚନ ଓ ସାଙ୍ଗଠନିକ ନିର୍ବାଚନ ନେଇ ହେଲା ଆଲୋଚନା।ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ।ଯୋଗ ଦେଇ ଆଲୋଚନା କଲେ ବିଜେଡିର ବରିଷ୍ଠ ନେତା ଓ ବିଧାୟକ। ବୈଠକ…
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।…
ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ କସରତ।ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ୍ ଫର୍ମ ନେଲା ବିଜେଡି।ବିଧାନସଭା ସମ୍ମିଳନୀ କକ୍ଷରୁ ଫର୍ମ ନେଲେ ସସ୍ମିତ ପାତ୍ର। ସେପଟେ ଗୁରୁବାର ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ । ବିଜେଡି ସୁପ୍ରିମୋ ନବୀନ…
ଭଦ୍ରକ, ୨୬ା୨ ଜିଲ୍ଲା ପୋଲିସ ସଭାଗୃହ ପରିସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଦୁଇ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉଦ୍ଯାପନୀ ଦିବସରେ ଶିଶୁ ମଙ୍ଗଳ କମିଟିର ସଦସ୍ୟ ପ୍ରଦୀପ୍ତ କରଙ୍କ ପୌରୋହିତ୍ୟରେ ମିଶନ ବାତ୍ସଲ୍ୟ ଅନ୍ତର୍ଗତ ଅଣ-ଆନୁଷ୍ଠାନିକ ଯତ୍ନ…
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟ ରେ ଶିଶୁ ଶିଶୁ ଯତ୍ନ ଅନୁଷ୍ଠାନ ର କର୍ମଚାରୀ ମାନଙ୍କୁ ନେଇ ଶିଶୁମାନଙ୍କ ମାନସିକ ସ୍ୱାସ୍ଥ୍ୟ ଓ ଶିଶୁ ଯତ୍ନ ଅନୁଷ୍ଠାନର ହିସାବ ଖାତା ସମ୍ବନ୍ଧୀୟ ଏକଦିବସୀୟ କର୍ମଶାଳା ପୁରାତନ ଜିଲ୍ଲା ଶିଶୁ ସୁରକ୍ଷା…
ନୂଆଦିଲ୍ଲୀ : ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍ କେରଳର ନାମ ପରିବର୍ତ୍ତନ କରି “କେରଳମ” କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଏହି ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି, ଆଉ କହିଛନ୍ତି କି,…