ଝାରଗ୍ରାମ: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ରବିବାର ଝାରଗ୍ରାମରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସମୟରେ ହଠାତ୍ ରାସ୍ତା କଡ଼ରେ ଥିବା ଏକ ଝାଲମୁଡି ଦୋକାନରେ ଅଟକିଥିଲେ ମୋଦି। ପ୍ରଧାନମନ୍ତ୍ରୀ ମୋଦିଙ୍କ କାଫଲା ଅଟକିବା ମାତ୍ରେ ସେଠାରେ ଏକ…
ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ରାଜ୍ୟ ସରକାର। ଆସନ୍ତା ୨୧ ଏପ୍ରିଲ ୨୦୨୬ ରିଖରେ ଭଦ୍ରକ ସହିଦ ସ୍ମୃତି ଭବନଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନୁଷ୍ଠିତ ହେବାକୁ ଯାଉଛି। ଜିଲ୍ଲାପାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏଠାରେ…
ରାଜଗାଙ୍ଗପୁର: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଲଖୁଆପଡ଼ା ଗାଁରେ ଏକ ଅଭାବନୀୟ ଓ ମର୍ମନ୍ତୁଦ ଘଟଣା ଘଟିଛି। ଜଣେ ଯୁବକର ଉନ୍ମତ୍ତକାଣ୍ଡ ଯୋଗୁଁ ସମଗ୍ର ଅଞ୍ଚଳରେ ଭୟ ଓ ଆତଙ୍କର ଖେଳିଯାଇଛି। ସୂଚନା ଅନୁଯାୟୀ, ଗାଁର ଜଣେ ଯୁବକ…
ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଏକ ଶୋଚନୀୟ ଘଟଣା ଘଟିଛି। ଭଞ୍ଜନଗର ଜଳଭଣ୍ଡାରରେ ଗାଧୋଉଥିବା ସମୟରେ ବୁଡ଼ିଯାଇ ଦୁଇ ନାବାଳକଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ରବିବାର ୬ ଜଣ ସାଙ୍ଗ ମିଶି ଜଳଭଣ୍ଡାରକୁ ଗାଧୋଇବାକୁ ଯାଇଥିଲେ। ଗାଧୋଉଥିବା ସମୟରେ…
ଚେନ୍ନାଇ: ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ରବିବାର ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣ ସମୟରେ କାରଖାନାରେ ପ୍ରାୟ ୩୦ ଜଣ…
ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥରେ ରବିବାର ଏକ ଶୋଚନୀୟ ଦୁର୍ଘଟଣା ଘଟିଛି। ବୌଦ୍ଧ ଥାନା ଜହ୍ନାପଙ୍କ ନିକଟରେ ଏକ କାର୍ର ଆଗ ଚକା ହଠାତ୍ ଫାଟିଯିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହୋଇଥିଲା। ଧକ୍କା…
ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍ଷ ଭାରତର ପିଆଜ ବଜାର ସନ୍ତୁଳନକୁ ବିଗାଡି ଦେଇଛି। ସିପିଂ ଖର୍ଚ୍ଚ ବୃଦ୍ଧି ଏବଂ ଅନ୍ତର୍ଜାତୀୟ ଚାହିଦା ହ୍ରାସ ପାଇବା ଫଳରେ ରପ୍ତାନୀ ପ୍ରାୟ ୩୦% କମିଯାଇଛି। ବିଶେଷ କରି ଗଲଫ୍ ଦେଶଗୁଡ଼ିକୁ ରପ୍ତାନୀ…
ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି । ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଦୀପ କୁମାର ସାମଲ ଏହି ମାମଲାର ବିଚାର କରି ଜଣେ ଅଭିଯୁକ୍ତଙ୍କୁ…
ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା ଗୃହୀତ।ସସ୍ମିତ ପାତ୍ରଙ୍କ ଇସ୍ତଫା ଗ୍ରହଣ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ସଂସଦୀୟ ଦଳ ନେତା…
ବିହାର ରାଜନୀତିରେ ନୀତିଶ ଯୁଗର ଅନ୍ତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆସନ୍ତାକାଲି ଅର୍ଥାତ୍ ଏପ୍ରିଲ ୧୦ ରାଜ୍ୟସଭାକୁ ଯାଉଥିବା ବେଳେ ଆସନ୍ତା ସପ୍ତାହରେ ବିହାରକୁ ଏକ ନୂଆ ମୁଖ୍ୟମନ୍ତ୍ରୀ ମିଳିବା ଏକପ୍ରକାର ନିଶ୍ଚିତ ହୋଇଛି। ଶୁକ୍ରବାର ଶପଥ ଗ୍ରହଣ…