ଅତ୍କଳ ଭାରତୀୟ ସୈନିକ ସ୍କୁଲ ହକି ଟୁର୍ଷମେଣ୍ଟରେ ସୈନିକ ସ୍କୁଲ ଭୁବନେଶ୍ଵର ଚମ୍ପିଆନ୍, ବାଳିକା ବିଭାଗରେ ସୈନିକ ସ୍କୁଲ ସମ୍ବଲପୁର ଚମ୍ପିଆନ୍, ସୈନିକ ସ୍କୁଲ ବିଜାପୁର ଓ ସୈନିକ ସ୍କୁଲ ଘୋରାଖାଲ୍ ରନର୍ସଅଫ୍ ହେଲେ ।

ସୈନିକ ସ୍କୁଲ ଭୁବନେଶ୍ଵର ଦ୍ବାରା ଆୟୋଜିତ ଅତ୍କଳ ଭାରତୀୟ ସୈନିକ ସ୍କୁଲ ଅନ୍ତଃ ଗ୍ରୁପ୍ ହକି ପ୍ରତିଯୋଗିତା- ୨୦ ୨୬ ଅତ୍ୟନ୍ତ ଉତ୍ସାହ ଉଦ୍ଦିପନାର ସହ ସମାପନ ହୋଇଯାଇଅଛି । ଉକ୍ତ ସମାପନୀ ଉତ୍ସବରେ କମୋଡର ବିକ୍ରମ ସିଂହ ଡେପୁଟି ଡାଇରେକ୍ଟର…

ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,

ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ପବିତ୍ର ପ୍ରଭାସ ପାଟଣସ୍ଥିତ ପ୍ରଭୁ ସୋମନାଥଙ୍କ ଧାମ ଅଭିମୁଖେ ଯାତ୍ରା କରିବାକୁ ଥିବା ଏହି ସ୍ୱତନ୍ତ୍ର ଟ୍ରେନକୁ ମୁଖ୍ୟମନ୍ତ୍ରୀ ସବୁଜ ପତାକା ଦେଖାଇ ତୀର୍ଥ ଯାତ୍ରାର ଶୁଭ ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ…

୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ ଉପ-ନିର୍ବାଚନ ଆୟୁକ୍ତ ଶ୍ରୀ ଜ୍ଞାନେଶ ଭାରତୀ : ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନର କରିବେ ସମୀକ୍ଷା।

ଆସନ୍ତାକାଲି ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ବରିଷ୍ଠ ଉପ-ନିର୍ବାଚନ ଆୟୁକ୍ତ ଶ୍ରୀ ଜ୍ଞାନେଶ ଭାରତୀ। ରାଜ୍ୟରେ ଚାଲିଥିବା ସ୍ଵତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିବେ। ​ଏହି ଗସ୍ତ କାଳରେ ଉପ-ନିର୍ବାଚନ ଆୟୁକ୍ତ…

ଅତ୍ୟାବଶ୍ୟକ ସେବା ପ୍ରଦାନକାରୀ ସଂସ୍ଥାଗୁଡ଼ିକୁ ଇନ୍ଧନ ଯୋଗାଣରେ ବାଧା ଉତ୍ପନ ନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ସ୍ୱାସ୍ଥ୍ୟସେବା, ଆମ୍ବୁଲାନ୍ସ, ଅଗ୍ନିଶମ ଭଳି ଗୁରୁତ୍ୱପୂର୍ଣ୍ଣ ସେବାଗୁଡ଼ିକ ବିଦ୍ୟୁତ ବିଭ୍ରାଟ ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ପାଇଁ ଡିଜି ସେଟ୍‌ ଏବଂ ପରିବହନ ପାଇଁ ପେଟ୍ରୋଲ/ଡିଜେଲ ଉପରେ ନିର୍ଭର କରିଥାନ୍ତି । ଉପଯୁକ୍ତ ସମୟରେ ପେଟ୍ରୋଲ କିମ୍ବା ଡିଜେଲ ଅଭାବରୁ ଚିକିତ୍ସା…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ |

କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ ନାଏକ ବାପା ଧ୍ରୁବ ନାଏକଙ୍କୁ ଶାବଳରେ ଭୁଷି ହତ୍ୟା କରିଥିବା ଜଣା ପଡ଼ିଛି । ସୂଚନା ଅନୁସାରେ,…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ |

ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଆଉ ୨ ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଖୋଜୁଥିବା ସୂଚନା ମିଳିଛି।…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର  କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାରେ ପୁରୁଷ ବନ୍ଧୁଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ,…

ଏସ୍ଆଇଆରକୁ ନେଇ ପାଟକୁରା ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳର ପ୍ରଶିକ୍ଷଣ କର୍ମଶାଳା |

ଆଜି ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକର କଳାବୋଦା ପଞ୍ଚାୟତରେ ଏସ୍ଆଇଆର କାର୍ଯ୍ୟକାରିତା ସଂପର୍କରେ ଏକ ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଦଳର ମୁଖପାତ୍ର ତୁମ୍ବନାଥ ପଣ୍ଡା, ବୁଥ୍ ସ୍ତରରୁ ଆସିଥିବା ସମସ୍ତ ବିଏଲଏଙ୍କୁ ଏସ୍ଆଇଆର ସଂପର୍କରେ ପ୍ରଶିକ୍ଷଣ ପ୍ରଦାନ…

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର |

ଶନିବାର ସାରା ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୮୭ ପଇସା ଏବଂ ଡିଜେଲ ଲିଟର ପିଛା ୯୧ ପଇସା ବୃଦ୍ଧି ପାଇଛି। ବିଶ୍ୱ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି…

ଗାଁ ମୁଣ୍ଡରେ ବୁଲୁଛି ବାଘ ! ଚାରି ଦିନ ହେବ ବନ ବିଭାଗର ନିଦ ହଜାଇ ଦେଲାଣି ଚିତା

ବ୍ରହ୍ମପୁର: ଚାରି ଦିନ ହେବ ବନ ବିଭାଗର ନିଦ ହଜାଇ ଦେଲାଣି ଚିତା ବାଘ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବନାଞ୍ଚଳର ରତନେଇ ମନ୍ଦିର ନିକଟ ଜଙ୍ଗଲରେ ଜଣେ ଯୁବକ ଏକ ବାଘ ରାସ୍ତା ପାର ହେବା ବେଳର ଭିଡିଓ କରି ସୋସିଆଲ…

error: Content is protected !!