ଲୋକଙ୍କୁ ସଚେତନ କରିବା ସହିତ ଜାଗି ଉଠିବା ପାଇଁ ମୋହନାଠାରେ ପ୍ରାକୃତିକ ସମ୍ପଦ ସୁରକ୍ଷା ପାଇଁ ଲୋକ ଅଧିକାର ଯାତ୍ରାର ସଦସ୍ୟମାନେ ପଦଯାତ୍ରାରେ ଆସି ପହଞ୍ଚିଥିଲେ।ଗତ ଫେବୃଆରୀ ମାସ ୨୫ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ପନ୍ଦରଟି ଜିଲ୍ଲାରେ…
କୋଲକାତା: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ।…
ଭଦ୍ରକ, ୨୬ା୨ ଜିଲ୍ଲା ପୋଲିସ ସଭାଗୃହ ପରିସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଦୁଇ ଦିନିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉଦ୍ଯାପନୀ ଦିବସରେ ଶିଶୁ ମଙ୍ଗଳ କମିଟିର ସଦସ୍ୟ ପ୍ରଦୀପ୍ତ କରଙ୍କ ପୌରୋହିତ୍ୟରେ ମିଶନ ବାତ୍ସଲ୍ୟ ଅନ୍ତର୍ଗତ ଅଣ-ଆନୁଷ୍ଠାନିକ ଯତ୍ନ…
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୁଲ୍ୟ ରେ ଶିଶୁ ଶିଶୁ ଯତ୍ନ ଅନୁଷ୍ଠାନ ର କର୍ମଚାରୀ ମାନଙ୍କୁ ନେଇ ଶିଶୁମାନଙ୍କ ମାନସିକ ସ୍ୱାସ୍ଥ୍ୟ ଓ ଶିଶୁ ଯତ୍ନ ଅନୁଷ୍ଠାନର ହିସାବ ଖାତା ସମ୍ବନ୍ଧୀୟ ଏକଦିବସୀୟ କର୍ମଶାଳା ପୁରାତନ ଜିଲ୍ଲା ଶିଶୁ ସୁରକ୍ଷା…
ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ କୁହନ୍ତୁ ବୋଲି ସେ କହିଛନ୍ତି। ବିରୋଧୀଦଳ ନେତା…
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦% ରୁ ୧୫% ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି କରିଛନ୍ତି। ଏବେ, ଭାରତ ଉପରେ ଏହାର ପ୍ରଭାବ ବିଷୟରେ ଅନୁମାନ କରାଯାଉଛି। ପୂର୍ବରୁ, ଭାରତରୁ ଆମେରିକାକୁ ରପ୍ତାନି ହେଉଥିବା ସାମଗ୍ରୀଗୁଡ଼ିକ ଉପରେ ୨୫ ପ୍ରତିଶତ ଅତିରିକ୍ତ ଶୁଳ୍କ…