ଆସନ୍ତା ହୋଲି ପର୍ବ ସମୟରେ ଯାତ୍ରୀଙ୍କୁ ଆରାମଦାୟକ ଯାତ୍ରା ଅନୁଭବ ପ୍ରଦାନ ପାଇଁ ପୂର୍ବତଟ ରେଳପଥ ଏହାର କ୍ଷେତ୍ରାଧିକାରରୁ ୧୩୨ଟି ହୋଲି ସ୍ୱତନ୍ତ୍ର ରେଳ ଚଳାଇବା ପାଇଁ ଘୋଷଣା କରିଛି। ଏହାସହିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆରମ୍ଭ ହେଉଥିବା ଅନ୍ୟ ୧୫୦ଟି…
କୋଲକାତା: କୋଲକାତାରେ ଶକ୍ତିଶାଳୀ ଭୂକମ୍ପ । ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ…
ଆରମ୍ଭ ହେଲା ରାଜ୍ୟସଭା ନିର୍ବାଚନ କସରତ।ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ୍ ଫର୍ମ ନେଲା ବିଜେଡି।ବିଧାନସଭା ସମ୍ମିଳନୀ କକ୍ଷରୁ ଫର୍ମ ନେଲେ ସସ୍ମିତ ପାତ୍ର। ସେପଟେ ଗୁରୁବାର ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ । ବିଜେଡି ସୁପ୍ରିମୋ ନବୀନ…
ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜାନୁଆରୀ ମାସରେ ହୋଇଥିବା ମାତୃ ଓ ଶିଶୁ ମୃତ୍ୟୁର ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଜିଲ୍ଲାପାଳ ଶ୍ରୀ କର ମୃତ ମା ଏବଂ ଶିଶୁଙ୍କ ପରିବାର ସଦସ୍ୟଙ୍କ ସାଙ୍ଗରେ ମୃତ୍ୟୁର…